Sunday, November 15, 2026
17.4 C
Odisha

    ଅଳ୍ପ ଦିନ ଭିତରେ ପିଆଜ ଦର କମିବ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ପିଆଜର ଦରବୃଦ୍ଧିକୁ ନେଇ ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରବଳ ବର୍ଷା ଯୋଗୁ ଫସଲହାନି ଘଟିଛି। ଏଥିରୁ ବାଦ୍ ପଡ଼ିନି ପିଆଜ। ଏବେ ପାଗ ବଦଳିବା ପରେ ସ୍ଥିତିରେ ପରିବର୍ତ୍ତନ ଆସିବ। ଆଉ ବେଶୀ ଦିନ ପିଆଜ ଦର ଅଧିକ ରହିବ ନାହିଁ। ଅଳ୍ପଦିନ ଭିତରେ ଦର କମିବ ଓ ଖାଉଟି ଆଶ୍ବସ୍ତ ହେବେ ବୋଲି ଆଶା ପ୍ରକଟ କରିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    17.4 ° C
    17.4 °
    17.4 °
    74 %
    1kmh
    28 %
    Sun
    27 °
    Mon
    27 °
    Tue
    27 °
    Wed
    25 °
    Thu
    20 °

    ସମ୍ବନ୍ଧିତ