Saturday, February 21, 2026
33.5 C
Odisha

    ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ସହିଦ, ସର୍ଚ୍ଚ ଅପରେସନ ଜାରି

    ଆଗକୁ ପଢନ୍ତୁ

    ମାଲକାନଗିରି : ଛତିଶଗଡ଼ର ସୁକମା ଜିଲ୍ଲାର କୋଣ୍ଟା ଅଞ୍ଚଳରେ ନକ୍ସଲମାନଙ୍କ ଦ୍ୱାରା କରାଯାଇଥିବା ଏକ ଆଇଇଡି ବିସ୍ଫୋରଣରେ ଅତିରିକ୍ତ ଏସପି ଆକାଶ ରାଓ ଗିରପୁଞ୍ଜେ ସହିଦ । ଘଟଣା ପରେ ତାଙ୍କୁ ତୁରନ୍ତ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିଲା, କିନ୍ତୁ ଚିକିତ୍ସା ସମୟରେ ତାଙ୍କର ମୃତ୍ୟୁ ହୋଇଥିଲା ।

    ଆକାଶ ରାଓ ଗିରପୁଞ୍ଜେଙ୍କ ସହିଦ ହେବା ଯୋଗୁଁ ସମଗ୍ର ପୋଲିସ ବିଭାଗରେ ଶୋକର ଛାୟା ଖେଳିଯାଇଛି। ବିସ୍ଫୋରଣରେ କୋଣ୍ଟା ପୋଲିସ ଷ୍ଟେସନ ଇନଚାର୍ଜ (ଟିଆଇ) ଏବଂ ଏସଡିପିଓ ମଧ୍ୟ ଆହତ ହୋଇଛନ୍ତି, ଯାହାଙ୍କ ଚିକିତ୍ସା ଚାଲିଛି । ପୋଲିସ ଦଳ ପାଟ୍ରୋଲିଂରେ ବାହାରିଥିବା ବେଳେ କୋଣ୍ଟା ପୋଲିସ ଷ୍ଟେସନ ଅଞ୍ଚଳରେ ଏହି ଘଟଣା ଘଟିଛି । ପୋଲିସ ଏବଂ ସୁରକ୍ଷା ବାହିନୀ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    33.5 ° C
    33.5 °
    33.5 °
    15 %
    4.2kmh
    11 %
    Sat
    33 °
    Sun
    35 °
    Mon
    36 °
    Tue
    35 °
    Wed
    34 °

    ସମ୍ବନ୍ଧିତ