Wednesday, April 8, 2026
22.9 C
Odisha

    ଆଇଏଏସ ସ୍ତରରେ ଅଦଳବଦଳ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଇଏଏସ ସ୍ତରରେ ଅଦଳବଦଳ। ରାଜ୍ୟ ସରକାର ଶୁକ୍ରବାର ଭାରତୀୟ ପ୍ରଶାସନିକ ଅଧିକାରୀ ମାନଙ୍କୁ ଅଦଳବଦଳ କରିଛନ୍ତି। ଅଧିକାରୀଙ୍କୁ ନୂଆ ଦାୟିତ୍ୱ ଦିଆଯାଇଥିବା ବେଳେ କେତେ ଜଣଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇଛି। ବିଜୟ ଅମୃତ କୁଲାଙ୍ଗେଙ୍କୁ ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଦାୟିତ୍ୱ ପ୍ରଦାନ କରାଯାଇଛି। ଅଞ୍ଜନା ପଣ୍ଡା ଆୟୁଷ ନିର୍ଦ୍ଦେଶକ ଭାବେ ନିଯୁକ୍ତ ହୋଇଛନ୍ତି । ପ୍ରେମଜିତ୍‌ ନାୟକ ଏସଟି/ଏସସି ଓ ପଛୁଆବର୍ଗ କଲ୍ୟାଣ ବିଭାଗର ଅତିରିକ୍ତ ସଚିତ, ପି ଅନ୍ୱେଷା ରେଡ୍ଡୀଙ୍କୁ ଆଇଜିଆର କଟକର ଅତିରିକ୍ତ ଦାୟିତ୍ୱ ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ