Thursday, September 10, 2026
24.5 C
Odisha

    ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲା, ପୁଣି ୪ଜଣଙ୍କୁ ରିମାଣ୍ଡରେ ନେଲା ପୋଲିସ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର   :   ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୁଣି ୪ଜଣଙ୍କୁ ରିମାଣ୍ଡରେ ନେଲା ପୋଲିସ । କୁରୁପତି ଭୂୟାଁ, ଚିଣ୍ଟୁ ପ୍ରଧାନ, ଉମା ବିଷୋୟୀ ଓ ଯୋଗୀ ରାଉତଙ୍କୁ ପୋଲିସ ୨ ଦିନିଆ ରିମାଣ୍ଡରେ ନେଇ ଜେରା କରୁଛି । ବୈଦ୍ୟନାଥପୁର ଥାନାରେ ଏସପି ସର୍ବଣା ବିବେକ ଏମ ଦୀର୍ଘ ସମୟ ଧରି ସମସ୍ତ ଅଭିଯୁକ୍ତଙ୍କୁ ମୁହାଁମୁହିଁ ଜେରା କରୁଥିବା ସୂଚନା ମିଳିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.5 ° C
    24.5 °
    24.5 °
    93 %
    1.4kmh
    100 %
    Thu
    26 °
    Fri
    26 °
    Sat
    29 °
    Sun
    27 °
    Mon
    30 °

    ସମ୍ବନ୍ଧିତ