Thursday, March 12, 2026
28.7 C
Odisha

    ଆଇନ୍ ମନ୍ତ୍ରୀଙ୍କ ବଡ଼ ପତିକ୍ରିୟା,ଦୁଇ ବର୍ଷରେ ତୁଟିବ ଜଗନ୍ନାଥ ଜମି ବିବାଦ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ୩ ମାସ ଭିତରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି। ଏ ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଆଇନ୍‌ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଜଗନ୍ନାଥଙ୍କ ଜମି ବିବାଦ ଦୁଇ ବର୍ଷ ମଧ୍ୟରେ ତୁଟିବ। ଜଗନ୍ନାଥ ଜମି ଦଖଲରେ ଥିବା ଲୋକଙ୍କୁ ଲ୍ୟାଣ୍ଡ ସେଟେଲମେଣ୍ଟ କରାଯିବ। ଜବରଦଖଲ କରିଥିବା ଲୋକଙ୍କୁ ୧୦୦ ଡେିସିମିଲ ଜାଗା ରିହାତି ଦରରେ ଯୋଗାଇଦିଆଯିବ। ୨୪ ଜିଲ୍ଲାରେ ୬୦ ହଜାର ୪୨୬.୯୪ ଏକର ଜଗନ୍ନାଥ ଜମି ରହିଛି। ୩୮ ହଜାର ୬୧ ଏକର ଜମିର ସଂଶୋଧିତ ସତ୍ତ୍ଵଲିପି ରହିଛି। ୬ଟି ରାଜ୍ୟରେ ୩୯୫.୨୫ ଏକର ଜଗନ୍ନାଥ ଜମି ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    15 %
    2.6kmh
    0 %
    Thu
    31 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ