Tuesday, October 6, 2026
30.4 C
Odisha

    ଆଉ କାଚ ବୋତଲରେ ମିଳିବନି ମଦ, ବ୍ୟବହାର କରାଯିବ ଟେଟ୍ରା ପ୍ୟାକ୍

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଉ କାଚ ବୋତଲରେ ମିଳିବନି ମଦ । କାଚ ବୋତଲ ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାର କରାଯିବ । ଅବକାରୀ ନୀତି ଅନୁସାରେ କାଚ ବୋତଲର ପରିବର୍ତ୍ତେ ଟେଟ୍ରା ପ୍ୟାକ୍ ବ୍ୟବହାରକୁ ଅନୁମତି ଦିଆଯାଇଛି । ଏହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ । ଏହା ସହ ପରିବେଶ ସୁରକ୍ଷା ଦୃଷ୍ଟିକୋଣରୁ ସରକାର ସମସ୍ତ ସମ୍ପୃକ୍ତ ସଂସ୍ଥା/ବ୍ୟକ୍ତି ମାନଙ୍କୁ କାଚ ବୋତଲର ପୁନଃ ବ୍ୟବହାର ପାଇଁ ଉତ୍ସାହିତ କରୁଛି । ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଏହା କହିଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ପେପର ବୋର୍ଡରେ ତିଆରି ହେବ ଟେଟ୍ରା ପ୍ୟାକ୍ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    57 %
    1.3kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ