Friday, April 10, 2026
37.1 C
Odisha

    ଆଉ ନାହାନ୍ତି ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   :  ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଦେହାନ୍ତ ହୋଇଛି। ଭଦ୍ରକରୁ ବାଇକରେ ଫେରିବାବେଳେ ୧୬ ନମ୍ବର ଜାତୀୟ ରାଜପଥ ଚିଙ୍ଗୁଡିପୁର ନିକଟରେ ଏକ ଟ୍ରକ୍ ତାଙ୍କୁ ଧକ୍କା ଦେଇଥିଲା। ଦୁର୍ଘଟଣା ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି ଡାକ୍ତର। ହାସ୍ୟ ଅଭିନେତା ଭାବେ ଖୁବ କମ୍ ବୟସରେ ଲୋକଙ୍କ ମନ ଜିଣିଥିଲେ ଗୁରୁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.1 ° C
    37.1 °
    37.1 °
    18 %
    4.3kmh
    0 %
    Fri
    38 °
    Sat
    39 °
    Sun
    41 °
    Mon
    42 °
    Tue
    43 °

    ସମ୍ବନ୍ଧିତ