Friday, April 3, 2026
39 C
Odisha

    ଆଉ ନାହାନ୍ତି ବରଗଡ଼ ଧନୁଯାତ୍ରାର ନନ୍ଦରାଜା ଅଭିନେତା

    ଆଗକୁ ପଢନ୍ତୁ

    ବରଗଡ଼ : ବରଗଡ଼ ଧନୁଯାତ୍ରା କହିଲେ କିଏ ବା ନ ଜାଣେ,ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୋପପୁରରେ ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିବା କଳାକାର ସତ୍ୟନାରାୟଣ ପୋଢଙ୍କ ଆଜି ଭୋରରୁ ପରଲୋକ ହୋଇଛି। ତାଙ୍କ ଦେହାନ୍ତ ଖବର ପ୍ରଚାରିତ ହେବାପରେ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି। ସ୍ବର୍ଗତ ପୋଢ ଦୀର୍ଘବର୍ଷ ଧରି ନନ୍ଦରାଜା ଭୂମିକାରେ ଅଭିନୟ କରି ଆସୁଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ