Wednesday, October 14, 2026
22.5 C
Odisha

    ଆକାଶରେ ଦୃଶ୍ୟମାନ ହେବ କଳା ଜହ୍ନ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଚଳିତବର୍ଷ ଆକାଶରେ ବିରଳ ଜହ୍ନ ଦେଖିବାକୁ ମିଳିବ। ତାହା ପୁଣି ଆକାଶରେ ଦେଖାଯିବ କଳା ଜହ୍ନ।ଏହା ଏସିଆ , ଆଫ୍ରିକା ଏବଂ ୟୁରୋପ ମହାଦେଶରେ ଦୃଶ୍ୟମାନ ହେବ। ଭାରତରେ ମଧ୍ୟ ମଙ୍ଗଳବାର ଅର୍ଥାତ ଡ଼ିସେମ୍ବର ୩୦ ତାରିଖ ୨୦୨୪ ଭୋର୍ ୪ଟାରେ କଳା ଜହ୍ନ ଦୃଶ୍ୟମାନ ହେବ। ଗୋଟିଏ ମାସରେ ଦୁଇ ଥର ଅମାବାସ୍ୟା ପଡିଲେ ଏହା ଦୃଶ୍ୟମାନ ହୁଏ ବୋଲି କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    22.5 ° C
    22.5 °
    22.5 °
    90 %
    1.1kmh
    87 %
    Tue
    22 °
    Wed
    29 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ