Thursday, March 12, 2026
23.5 C
Odisha

    ଆଗାମୀ ୧୨ ଘଣ୍ଟାରେ ବାତ୍ୟା ସମ୍ଭାବନା, ସୃଷ୍ଟି ହେଲା ଗଭୀର ଅବପାତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ସୃଷ୍ଟି ହେଲା ଗଭୀର ଅବପାତ। ଶ୍ରୀଲଙ୍କା ଉପକୂଳରେ ସୃଷ୍ଟି ହୋଇଥିବା ସିଷ୍ଟମ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଛି ।  ଆଗାମୀ ୧୨ ଘଣ୍ଟାରେ ପୁଣି ବାତ୍ୟା ସମ୍ଭାବନା ।  ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣପୂର୍ବ ଶ୍ରୀଲଙ୍କା ପାର୍ଶ୍ବବର୍ତ୍ତୀ ବିଷୁବରେଖା ନିକଟସ୍ଥ ଭାରତମହାସାଗର ଞ୍ଚଳରେ କେନ୍ଦ୍ରୀଭୂତ ରହିଛି ।

    ଏହା ଆହୁରି ଅଧିକ ଘନିଭୂତ ହୋଇ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଉତ୍ତର-ଉତ୍ତର ପଶ୍ଚିମ ଦିଗକୁ ଗତି କରି ତାମିଲନାଡୁ ଓ ପୁଡୁଚେରୀ ମୁହାଁଇବ ।  ଯଦି ବାତ୍ୟା ସୃଷ୍ଟି ହୁଏ, ଏହାର ନାଁ ରହିବ ଦିତ୍ବା।ଏହାର ବିଶେଷ ପ୍ରଭାବ ମଧ୍ୟ ଓଡ଼ିଶା ଉପରେ ରହିବ ନାହିଁ ।  ଡିସେମ୍ବର ୧ ଓ ୨ ତାରିଖରେ ରାଜ୍ୟରେ କମ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    22 %
    1.3kmh
    0 %
    Wed
    24 °
    Thu
    38 °
    Fri
    39 °
    Sat
    40 °
    Sun
    37 °

    ସମ୍ବନ୍ଧିତ