Monday, September 28, 2026
27.5 C
Odisha

    ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ବରକୁ ୟେଲୋ ୱାର୍ଣ୍ଣିଂ,କାଳ ବୈଶାଖୀ ସମ୍ଭାବନା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଗାମୀ ୩ ଘଣ୍ଟା ପାଇଁ ଭୁବନେଶ୍ବରକୁ ୟେଲୋ ୱାର୍ଣ୍ଣିଂ । କାଳ ବୈଶାଖୀ ପାଇଁ ଆଗାମୀ ତିନି ଘଣ୍ଟା ମଧ୍ୟରେ ବର୍ଷା, ପବନ ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହୋଇପାରେ । ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ହଠାତ୍ ପାଣିପାଗ ପରିବର୍ତ୍ତନ ହେବାରୁ ଲୋକମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ବିଶେଷ କରି ବଜ୍ରପାତ ସମୟରେ ସୁରକ୍ଷିତ ସ୍ଥାନରେ ରହିବା ସତର୍କ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.5 ° C
    27.5 °
    27.5 °
    75 %
    2.2kmh
    7 %
    Mon
    29 °
    Tue
    30 °
    Wed
    29 °
    Thu
    30 °
    Fri
    31 °

    ସମ୍ବନ୍ଧିତ