Wednesday, October 14, 2026
26.2 C
Odisha

    ଆଗାମୀ ୫ ବର୍ଷରେ ରାଜ୍ୟରେ ଦେଢ଼ ଲକ୍ଷ ନିଯୁକ୍ତି ଲକ୍ଷ୍ୟ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଆଗାମୀ ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ସ୍ତରରେ ଦେଢ଼ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ଦୁଇ ବର୍ଷ ମଧ୍ୟରେ ୬୫ ହଜାର ସରକାରୀ ପଦବିରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି।
    ଆଜି ଇଂରାଜୀ ନବବର୍ଷର ପ୍ରଥମ ଦିନରେ ରାଜ୍ୟରେ ସରକାରୀ ବିଭାଗ ଗୁଡିକରେ ଖାଲି ଥିବା ପଦବି ପୂରଣ ପାଇଁ ରାଜ୍ୟ ସରକାରଙ୍କର ବିଭିନ୍ନ ନିଯୁକ୍ତି ଆୟୋଗର ଅଧ୍ୟକ୍ଷମାନଙ୍କ ସହିତ ଏକ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା। ନିଯୁକ୍ତି ପ୍ରକ୍ରିୟାକୁ ତ୍ରୁଟିଶୂନ୍ୟ, ନିରପେକ୍ଷ ଓ ତ୍ୱରାନ୍ୱିତ ଭାବେ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଆରୋପ କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ