Thursday, August 13, 2026
27.5 C
Odisha

    ଆଜାଦନଗର ବିସ୍ଫୋରଣ ଘଟଣାରେ NIA ତଦନ୍ତ ଜୋରଦାର, ଆର୍ଥିକ କାରବାର ନେଇ ଚାଲିଛି ଖୋଳତାଡ଼

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜାଦ ନଗର ବୋମା ବିସ୍ଫୋରଣ ଘଟଣାରେ ଏନଆଇଏ ତଦନ୍ତ ଜୋରଦାର । ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଜୋରଦାର କରିଛି NIA ।ଦୁଇ ଜଣଙ୍କ ମୃତ୍ୟୁ ପରେ ଘଟଣାକୁ ଗୁରୁତର ଭାବେ ନେଇଛି NIA ଟିମ । ତଦନ୍ତକାରୀ ଟିମ୍ ସ୍କାନର ରେ ବିସ୍ଫୋରକ ଯୋଗାଇଥିବା ସଂସ୍ଥା । ସେପଟେ ମୃତ ସେହନେବାଜ ମଲ୍ଲିକ୍ ର ଆକାଉଣ୍ଟ ଷ୍ଟେଟମେଣ୍ଟ ଉପରେ ଯାଞ୍ଚ ହେଉଛି । ଆର୍ଥିକ କାରବାର ନେଇ ଚାଲିଛି ଖୋଳତାଡ଼ । ବ୍ୟବହୃତ ବିସ୍ଫୋରକର କିଛି ନମୁନା ନେଇ ତଦନ୍ତ କରୁଛି ଟିମ । ଗତ ୨୭ ତାରିଖରେ ଭୁବନେଶ୍ୱର ସୁନ୍ଦରପଦା ଆଜାଦନଗରରେ ବୋମା ଭିଡିବା ବେଳେ ଛାତ ଉପରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ୪ ଜଣ ଗୁରୁତର ହୋଇଥିଲା । ଗୁରୁତରଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    27.5 ° C
    27.5 °
    27.5 °
    83 %
    2.4kmh
    100 %
    Thu
    27 °
    Fri
    25 °
    Sat
    25 °
    Sun
    24 °
    Mon
    26 °

    ସମ୍ବନ୍ଧିତ