Wednesday, October 7, 2026
31.4 C
Odisha

    ଆଜିଠାରୁ ରାଜ୍ୟରେ କମିବ ଶୀତ, ଆଞ୍ଚଳିକ ପାଣିପାଗ କେନ୍ଦ୍ରର ଆକଳନ

    ଆଗକୁ ପଢନ୍ତୁ

    ଶୀତରେ ଥରୁଥିବା ରାଜ୍ୟବାସୀଙ୍କ ପାଇଁ ଆଶ୍ବସ୍ତିର ଖବର । ଆଜିଠାରୁ ରାଜ୍ୟରେ ଶୀତ କମିବା ଆରମ୍ଭ କରିବ । ରାତି ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ । ଫଳରେ ଥଣ୍ଡାର ପ୍ରକୋପ କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗତକାଲି ରାଜ୍ୟର ସର୍ବନିମ୍ନ ତାପାମାତ୍ରା ଘୁ.ଉଦୟଗିରି ଠାରେ ୨.୫ ଡିଗ୍ରୀ ରହିଥିଲା ।ସେହିପରି ଫୁଲବାଣୀରେ ସର୍ବନିମ୍ନ ୫.୫ ଡିଗ୍ରୀ ରେକର୍ଡ କରାଯାଇଥିଲା । ଆଜିଠୁ ବାୟୁ ଚଳନରେ ପରିବର୍ତ୍ତନ ଦେଖାଯିବ । ଶୀତ ଲହରିର ସମ୍ଭାବନା ନାହିଁ। ଦିନରେ ପାଗ ଖରାଟିଆ ଓ ଆକାଶ ନିର୍ମଳ ରହିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ