Sunday, April 12, 2026
25.3 C
Odisha

    ଆଜିଠୁ ଆରମ୍ଭ ଯୁକ୍ତଦୁଇ ଚତୁର୍ଥ ପର୍ଯ୍ୟାୟ ନାମଲେଖା

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ ଜାରି ରହିଛି। ଏହିକ୍ରମେ ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ଭାବେ ଯୁକ୍ତଦୁଇ ଚତୁର୍ଥ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶାଳୟର ସୂଚନା ଅନୁଯାୟୀ, ୨୦୨୫-୨୬ ଶିକ୍ଷାବର୍ଷର ଚତୁର୍ଥ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟା ଆଜିଠୁ ଆରମ୍ଭ ହେବ। ଆଜି ଅପରାହ୍ଣ ୩ଟାରେ ସାମ୍ସ ୱେବ୍‌ସାଇଟ୍‌ରେ ଆବେଦନ କରାଯିବ।

    ୧୪ ତାରିଖ ଯାଏଁ ଆବେଦନ କରିହେବ। ୧୭ରେ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୧୮ରୁ ୧୯ ତାରିଖ ମଧ୍ୟରେ ନାମ ଲେଖାଇବେ। ୨୦ରୁ ୨୨ ମଧ୍ୟରେ ୱେଟିଂ ଲିଷ୍ଟରେ ଥିବା ଛାତ୍ରଛାତ୍ରୀ ପଞ୍ଜୀକରଣ କରିବେ। ୨୨ରେ ୱେଟିଂ ଲିଷ୍ଟରେ ଥିବା ପିଲାଙ୍କ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରଛାତ୍ରୀ ୨୩ରୁ ୨୪ ତାରିଖ ମଧ୍ୟରେ ନାମ ଲେଖାଇବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.3 ° C
    25.3 °
    25.3 °
    20 %
    1.2kmh
    0 %
    Sun
    39 °
    Mon
    41 °
    Tue
    42 °
    Wed
    44 °
    Thu
    44 °

    ସମ୍ବନ୍ଧିତ