Monday, August 10, 2026
25 C
Odisha

    ଆଜିଠୁ ଓଡ଼ିଶା ଉପକୂଳ ସମୁଦ୍ରରେ ମାଛଧରା ନିଷେଧ, ଜୁନ୍ ୧୪ ତାରିଖ ଯାଏଁ କଟକଣା ଲାଗୁ

    ଆଗକୁ ପଢନ୍ତୁ

    ପାରାଦୀପ : ଆଜିଠୁ ମାଛଧରା କଟକଣା । ରାଜ୍ୟର ସବୁ ମାଛଧରା ବନ୍ଦର ପାଇଁ କଟକଣା ଲାଗୁ ହୋଇଛି । ଆଜିଠୁ ଜୁନ୍ ୧୫ ତାରିଖ ଯାଏ ମାଛଧରା ଉପରେ ଲାଗିଲା କଟକଣା । ଆସନ୍ତା ଦୁଇମାସ ମାଛ ମାନଙ୍କର ଅଣ୍ଡାଦାନ ସମୟ । ମାଛ ବଂଶ ବୃଦ୍ଧି ଓ ଯାଆଁଳା ସୁରକ୍ଷା ପାଇଁ କଟକଣା ଲଗାଇଛନ୍ତି ସରକାର । ଏନେଇ ପାରାଦୀପ ନେହେରୁ ବଙ୍ଗଳା, ଅଠରବାଙ୍କି ବାଲିପ୍ଲଟ, ଚଉମୁହାଣି ଓ ଷଣ୍ଢକୁଦରେ ଡାକବାଜି ଯନ୍ତ୍ର ସାହାଯ୍ୟରେ ପ୍ରଚାର କରାଯାଇଛି । ଏହି ସମୟରେ ବୋଟ୍ ଓ ଡଙ୍ଗା ଗୁଡିକର ମରାମତି କାମ ମଧ୍ୟ ଆରମ୍ଭ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    88 %
    1.3kmh
    100 %
    Mon
    25 °
    Tue
    29 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ