Thursday, April 9, 2026
32 C
Odisha

    ଆଜିଠୁ କମିବ କାଳବୈଶାଖୀ ପ୍ରଭାବ, ୧୨ରୁ ଗରମ, ଗୁଳୁଗୁଳି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ କମିବ କାଳବୈଶାଖୀ ପ୍ରଭାବ । ୧୨ରୁ ଗରମ, ଗୁଳୁଗୁଳି । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୧୨ରୁ ୧୪ ତାରିଖ ଯାଏଁ ଗରମ ଓ ଗୁଳୁଗୁଳିର ପ୍ରଭାବ ବହୁ ଅଧିକ ରହିବ । ୧୪ ଜିଲ୍ଲାରେ ଜନସାଧାରଣଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

    ଅନ୍ୟପଟେ ଏବେ ରାଜ୍ୟର ଦିନ ତାପମାତ୍ରା ବିଶେଷ ବଢିବ ନାହିଁ । ପରବର୍ତ୍ତୀ ସମରେ ତାପମାତ୍ରା ହଠାତ୍ ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ । ଆଜି ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳରେ ପାଗ ଆଂଶିକ ମେଘୁଆ ରହିଛି । ବର୍ଷା ସମ୍ଭାବନା ବି ରହିଛି । ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆସନ୍ତାକାଲି ବି କାଁ ଭାଁ କାଳବୈଶାଖୀ ବର୍ଷା ହେବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    32 ° C
    32 °
    32 °
    35 %
    0.9kmh
    87 %
    Thu
    37 °
    Fri
    37 °
    Sat
    38 °
    Sun
    41 °
    Mon
    42 °

    ସମ୍ବନ୍ଧିତ