Monday, June 29, 2026
34.5 C
Odisha

    ଆଜିଠୁ କ୍ରମଶଃ ବଢିବ ତାପମାତ୍ରା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପାଗରେ ଅସ୍ବାଭାବିକ ପରିବର୍ତ୍ତନ । ଦିନରେ ଗରମ, ଅପରାହ୍ଣରେ ବର୍ଷା ।  ଦିନବେଳା ଭୀଷଣ ଗୁଳୁଗୁଳି ଓ ଗରମ ଅନୁଭୂତ ହେଉଥିବାବେଳେ ଅପରାହ୍ଣରେ ହଠାତ ପାଗରେ ପରିବର୍ତ୍ତନ ଆସୁଛି । ପ୍ରଚଣ୍ଡ ଘଡ଼ଘଡ଼ି ପବନ ସହ ବର୍ଷା ହେଛି । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବା ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅସହ୍ୟ ତାତିରେ ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ତାତି ।  ଆଜିଠୁ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢିବ।  ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ୨ ରୁ ୩ ଡ଼ିଗ୍ରୀ ବଢିବ ତାପମାତ୍ରା ।  ଅନେକ ସ୍ଥାନରେ ତାପମାତ୍ରା ୪୨ ଡ଼ିଗ୍ରୀ ଅତିକ୍ରମ କରିିବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    34.5 ° C
    34.5 °
    34.5 °
    47 %
    3kmh
    100 %
    Mon
    36 °
    Tue
    35 °
    Wed
    30 °
    Thu
    31 °
    Fri
    30 °

    ସମ୍ବନ୍ଧିତ