Friday, January 16, 2026
19.4 C
Odisha

    ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୋହନ-ମନମୋହନ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନର ରହଣିରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଙ୍ଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି । ମନମୋହନ ଦଳର କିଛି ବରିଷ୍ଠ ନେତାଙ୍କୁ ସାକ୍ଷାତ କରିବା ନେଇ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.4 ° C
    19.4 °
    19.4 °
    30 %
    0.8kmh
    3 %
    Fri
    28 °
    Sat
    29 °
    Sun
    30 °
    Mon
    31 °
    Tue
    32 °

    ସମ୍ବନ୍ଧିତ