Friday, July 10, 2026
27.1 C
Odisha

    ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ମୋହନ-ମନମୋହନ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ଆଜିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଦୁଇ ଦିନର ରହଣିରେ ଏକାଧିକ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସାଙ୍ଗଠନିକ ଦିଗକୁ ନେଇ ବରିଷ୍ଠ ନେତାଙ୍କ ସହ ଆଲୋଚନା କରିବେ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀ ଗସ୍ତ କରିଛନ୍ତି । ମନମୋହନ ଦଳର କିଛି ବରିଷ୍ଠ ନେତାଙ୍କୁ ସାକ୍ଷାତ କରିବା ନେଇ ସୂଚନା ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.1 ° C
    27.1 °
    27.1 °
    80 %
    2.1kmh
    100 %
    Fri
    31 °
    Sat
    28 °
    Sun
    24 °
    Mon
    27 °
    Tue
    26 °

    ସମ୍ବନ୍ଧିତ