Friday, April 3, 2026
36.1 C
Odisha

    ଆଜିଠୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ଆଜିଠୁ ବିଜେପି ପକ୍ଷରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା ଆରମ୍ଭ ହେଉଛି। ଅପରେସନ ସିନ୍ଦୂରର ସଫଳତାକୁ ନେଇ ଏହି କାର୍ଯ୍ୟକ୍ରମ ୧୦ ଦିନ ଧରି ଚାଲିବ। ଏହି ତ୍ରିରଙ୍ଗା ଯାତ୍ରା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ ।

    ଏଥିସହ ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯିବ। ଆଜି ଓଡ଼ିଶାର ରାଜଧାନୀ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ମଧ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ବାହରିଛି। ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.1 ° C
    36.1 °
    36.1 °
    21 %
    2.5kmh
    0 %
    Fri
    40 °
    Sat
    39 °
    Sun
    38 °
    Mon
    38 °
    Tue
    39 °

    ସମ୍ବନ୍ଧିତ