Friday, October 31, 2025
22.5 C
Odisha

    ଆଜିଠୁ ବଢ଼ିବ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ବଢ଼ିବ ବର୍ଷା । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି । ଏହି ଲଘୁଚାପ ଧୀରେ ଧୀରେ ଶକ୍ତିଶାଳୀ ହେଉଥିବାରୁ ପ୍ରାୟ ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଜାରି ରହିବ ।

    ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ମାଲକାନଗିରିକୁ ଅରେଞ୍ଜ ୱାର୍ଣ୍ଣିଂ ସହ ପ୍ରବଳ ବର୍ଷା ସମ୍ଭାବନା ଥିବା ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ସହ ପବନ ଅଧିକ ରହିବ । ୩୦ ତାରିଖ ଯାଏ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବ । ସମୁଦ୍ର ଅଶାନ୍ତ ଥିବାରୁ ଆଗାମୀ ୫ଦିନ ଯାଏ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ୩୧ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    22.5 ° C
    22.5 °
    22.5 °
    95 %
    1.6kmh
    69 %
    Fri
    29 °
    Sat
    28 °
    Sun
    28 °
    Mon
    28 °
    Tue
    27 °

    ସମ୍ବନ୍ଧିତ