Thursday, October 22, 2026
23.3 C
Odisha

    ଆଜିଠୁ ମଙ୍ଗଳାଯୋଡ଼ିରେ ଜାତୀୟ ପକ୍ଷୀ ମହୋତ୍ସବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମଙ୍ଗଳାଯୋଡ଼ିରେ ଆଜିଠାରୁ ଆରମ୍ଭ ହେବ ଷଷ୍ଠ ଜାତୀୟ ଚିଲିକା ପକ୍ଷୀ ମହୋତ୍ସବ। ଏହାକୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ଆନୁଷ୍ଠାନିକ ଭାବେ ଲୋକସେବା ଭବନରେ ଉଦ୍‌ଘାଟନ କରିବେ।

    ସେହିପରି ଅପରାହ୍ଣ ୩ଟାରେ ବରକୂଳର ପାନ୍ଥନିବାସ ନିକଟରେ ସ୍ଥାନୀୟ ମତ୍ସ୍ୟଜୀବୀ ସମ୍ପ୍ରଦାୟଙ୍କୁ ନେଇ ନୌକା ପ୍ରତିଯୋଗିତା ଏବଂ ଦୁଃସାହସିକ ଜଳକ୍ରୀଡ଼ା ହେବ। ରାଜ୍ୟ ପର୍ଯ୍ୟଟନ ବିଭାଗ ଏବଂ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗର ମିଳିତ ସହଯୋଗରେ ଏହି ମହୋତ୍ସବ କରାଯାଉଛି। ଏହା ଆସନ୍ତା ୮ତାରିଖ ପର୍ଯ୍ୟନ୍ତ ଚାଲିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.3 ° C
    23.3 °
    23.3 °
    70 %
    0.6kmh
    0 %
    Thu
    30 °
    Fri
    29 °
    Sat
    29 °
    Sun
    26 °
    Mon
    26 °

    ସମ୍ବନ୍ଧିତ