Thursday, October 1, 2026
23.8 C
Odisha

    ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ, ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଚାଲିବ

    ଆଗକୁ ପଢନ୍ତୁ

    କଟକ  :   ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମପୂରଣ ଆରମ୍ଭ ହେବ। ୨୦୨୬ ବାର୍ଷିକ ପରୀକ୍ଷା ପାଇଁ ଫର୍ମ ପୂରଣ କରିବେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀ । ସ୍କୁଲର ପ୍ରଧାନଶିକ୍ଷକଙ୍କ ଜରିଆରେ ଅନଲାଇନରେ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ନଭେମ୍ବର ୨୨ ତାରିଖ ପର୍ଯ୍ୟନ୍ତ ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । www.bseodisha.ac.in ରେ ଲଗଇନ୍ କରି ଫର୍ମପୂରଣ କରିବେ ଛାତ୍ରଛାତ୍ରୀ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.8 ° C
    23.8 °
    23.8 °
    79 %
    1.6kmh
    13 %
    Thu
    24 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ