Wednesday, April 8, 2026
23.9 C
Odisha

    ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା, ମାଆ ତାରାତାରିଣୀଙ୍କ ପୀଠରୁ ହେବ ଶୁଭାରମ୍ଭ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ କନ୍ୟା ବିବାହ ଯୋଜନା । ଗଞ୍ଜାମରୁ ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ମାଆ ତାରାତାରିଣୀଙ୍କ ପୀଠରୁ ହେବ ଶୁଭାରମ୍ଭ । ୧୮ ରୁ ୩୫ ବର୍ଷ ଭିତରେ ଥିବା ବେଳେ ବରର ବୟସସୀମା କନ୍ୟାର ବୟସ ୨୧ ରୁ ୩୫ ବର୍ଷ ହେବା ଦରକାର । ଲାଭାର୍ଥୀଙ୍କୁ ୬୦ ହଜାର ଲେଖାଏଁ ଦିଆଯିବ । ବିବାହର ସବୁ ଖର୍ଚ୍ଚ ସରକାର ବହନ କରିବେ । ସାମୁହିକ ବିବାହରେ ପ୍ରାୟ ୨୦୦ ଦମ୍ପତି ଯୋଗଦେବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ