Wednesday, October 14, 2026
22.4 C
Odisha

    ଆଜିଠୁ ଯୁକ୍ତ୨ ନାମଲେଖା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ଆଜିଠାରୁ ଆରମ୍ଭ ହେବ। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର ନାମଲେଖା କରାଯିବ। ଅଗଷ୍ଟ ୫ରେ ଦ୍ୱିତୀୟ ମେଧା ତାଲିକା ପ୍ରକାଶ ପାଇବ। ଏଥିରେ ମନୋନୀତ ଛାତ୍ରୀଛାତ୍ର ୭ରୁ ୧୦ ତାରିଖ ମଧ୍ୟରେ ନାମ ଲେଖାଇବେ। ଅଗଷ୍ଟ ୨୦ରେ ସ୍ପଟ୍‌ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ଅଗଷ୍ଟ ୨୨ ରୁ ୨୮ ମଧ୍ୟରେ ସ୍ପଟ୍‌ ନାମଲେଖା ଅନୁଷ୍ଠିତ ହେବ। ତେବେ ଅଗଷ୍ଟ ପହିଲାରୁ ଯୁକ୍ତ୨ ପ୍ରଥମ ବର୍ଷ ପାଠପଢ଼ା ଆରମ୍ଭ ହେବ। ସୂଚନାଯୋଗ୍ୟ, ରାଜ୍ୟରେ ୨,୩୪୩ଟି ଉଚ୍ଚ ମାଧ୍ୟମିକ ସ୍କୁଲରେ ମୋଟ ୫,୪୮,୩୪୫ଟି ସିଟ୍‌ ରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    95 %
    1.5kmh
    5 %
    Wed
    22 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ