Wednesday, April 8, 2026
23.9 C
Odisha

    ଆଜିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା -୨୦୨୫

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜିଠୁ ରାଜ୍ୟସ୍ତରୀୟ ଆଦିବାସୀ ମେଳା -୨୦୨୫। ଏହି ଉତ୍ସବରେ ନଅ ଜଣଙ୍କୁ ଆଦିବାସୀ ପ୍ରତିଭା ସମ୍ମାନ ଓ ଦଶଜଣ ଜନଜାତି କୃଷକଙ୍କୁ ମୁଖ୍ୟମନ୍ତ୍ରୀ ସମ୍ମାନିତ କରିବେ। ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ ଦ୍ଵାରା ପ୍ରକାଶିତ ଜର୍ଣାଲ ‘ଦନଜା’ର ନୂତନ ସଂସ୍କରଣ ଉନ୍ମୋଚିତ ହେବ। ଏହି ଅବସରରେ ଜନଜାତି ଛାତ୍ରଛାତ୍ରୀଙ୍କ ନିମନ୍ତେ ସହିଦ୍ ମାଧୋ ସିଂ ହାତଖର୍ଚ୍ଚ ଯୋଜନାର ଲୋକାର୍ପଣ ମଧ୍ୟ କରାଯିବ। ସହିଦ୍ ମାଧୋ ସିଂ ହାତ ଖର୍ଚ୍ଚ ଯୋଜନାର ଶୁଭାରମ୍ଭ। ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଜନଜାତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଶିକ୍ଷା ବର୍ଷରେ ଏକକାଳୀନ ୫ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.9 ° C
    23.9 °
    23.9 °
    77 %
    1.6kmh
    26 %
    Tue
    25 °
    Wed
    38 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ