Monday, October 5, 2026
24.7 C
Odisha

    ଆଜି ଅନୁଗୋଳ ଗସ୍ତ କରିବ କଂଗ୍ରେସର ପରିବେଶ କମିଟି

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ରାଜ୍ୟର ବିଭିନ୍ନ ଜିଲ୍ଲାରେ ନିର୍ମାଣ ହେଉଥିବା ପ୍ରକଳ୍ପ ଅଞ୍ଚଳରେ ପରିବେଶ ନଷ୍ଟ ହେବା ସହ ଜନସାଧାରଣ ଜଳ, ଜଙ୍ଗଲ, ଜମି ଉପରୁ ଅଧିକାର ହରାଉଛନ୍ତି। ଜଳବାୟୁ ପରିବର୍ତ୍ତନ ହେତୁ ସେମାନଙ୍କ ଜୀବନ ଜୀବିକା ବିପନ୍ନ ହେଉଛି। ଏହି ପରିପ୍ରେକ୍ଷୀରେ ପିସିସି ସଭାପତିଙ୍କ ନିର୍ଦେଶକ୍ରମେ ବିଧାୟକ ଅଶୋକ ଦାସଙ୍କ ଅଧ୍ୟକ୍ଷତାରେ ଗଠିତ ପରିବେଶ ପ୍ରଦୂଷଣ, ବିସ୍ଥାପନ ଓ ଜୀବିକା ଅନୁଧ୍ୟାନ କମିଟି ଆଜି ଅନୁଗୋଳ ଜିଲ୍ଲା ଗସ୍ତ କରିବ। ଉକ୍ତ କମିଟି କ୍ଷେତ୍ର ପରିଦର୍ଶନ କରି ସ୍ଥାନୀୟ ଲୋକଙ୍କ ସହ ଆଲୋଚନା କରିବା ପରେ ସମାଧାନ ପାଇଁ ଜିଲ୍ଲା ପ୍ରଶାସନ ନିକଟରେ ଦାବି ଉପସ୍ଥାପନ କରିବ ବୋଲି କମିଟିର ଆବାହକ ସୁଧାଂଶୁ ଶେଖର ଦେଓ ଏକ ପ୍ରେସ୍ ବାର୍ତ୍ତାରେ ଜଣାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.7 ° C
    24.7 °
    24.7 °
    80 %
    1.3kmh
    0 %
    Mon
    24 °
    Tue
    31 °
    Wed
    31 °
    Thu
    30 °
    Fri
    31 °

    ସମ୍ବନ୍ଧିତ