Wednesday, October 14, 2026
26.2 C
Odisha

    ଆଜି ଓଡ଼ିଶା ଆସିବେ ଜାତୀୟ ମହିଳା ଆୟୋଗ ଅଧ୍ୟକ୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକର ଆଜି ଠାରୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ରାହତକର ଓଡ଼ିଶା ରାଜ୍ୟ ମହିଳା ଆୟୋଗର ପ୍ରତିଷ୍ଠା ଦିବସରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ମାନବ ଚାଲାଣର ନିରାକରଣ, ଯୌନ ଉତ୍ପୀଡ଼ନ ବିରୋଧ ଆଇନ (ପୋସ୍‌ ଆକ୍ଟ) ଓ ବାଲ୍ୟବିବାହ ନିରାକରଣରେ ରାଜ୍ୟର ସ୍ଥିତି ସମ୍ପର୍କରେ ସମୀକ୍ଷା କରିବେ ବୋଲି ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.2 ° C
    26.2 °
    26.2 °
    85 %
    1.6kmh
    37 %
    Wed
    24 °
    Thu
    30 °
    Fri
    30 °
    Sat
    31 °
    Sun
    31 °

    ସମ୍ବନ୍ଧିତ