Wednesday, June 3, 2026
38.8 C
Odisha

    ଆଜି ଓଡ଼ିଶା ଗସ୍ତରେ ନୀତିନ ଗଡ଼କରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଆଜି ଓଡ଼ିଶା ଆସୁଛନ୍ତି । ଦିନିକିଆ ଓଡ଼ିଶା ଗସ୍ତରେ ଆସି ସେ କଟକ ରେଭେନ୍ସା ବିଶ୍ବବିଦ୍ୟାଳୟ ପରିସରରେ ଆୟୋଜିତ ଉତ୍କଳ କେଶରୀ ଡକ୍ଟର ହରେକୃଷ୍ଣ ମହତାବଙ୍କ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହାପରେ ଅପରାହ୍ନରେ ଭୁବନେଶ୍ୱର ଆସି ବରମୁଣ୍ଡା ପଡ଼ିଆରେ ରାଜ୍ୟ ପାଇଁ ପ୍ରାୟ ୪ ହଜାର କୋଟିରୁ ଅଧିକ ଟଙ୍କାର ଅନେକ ଜାତୀୟ ରାଜପଥ ପ୍ରକଳ୍ପର ଉଦ୍‌ଘାଟନ କରିବେ। ତାଙ୍କର ଓଡ଼ିଶା ଗସ୍ତ ଅବସରରେ ସେ ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    38.8 ° C
    38.8 °
    38.8 °
    22 %
    2kmh
    73 %
    Wed
    37 °
    Thu
    42 °
    Fri
    41 °
    Sat
    40 °
    Sun
    42 °

    ସମ୍ବନ୍ଧିତ