Thursday, March 12, 2026
28.7 C
Odisha

    ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଛୁଟି ବାତିଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଏବଂ ଜଳବନ୍ଦୀ ପରିସ୍ଥିତି ହେତୁ ଜରୁରୀକାଳୀନ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି କଟକ ଜିଲ୍ଲାର ସମସ୍ତ ସରକାରୀ କାର୍ଯ୍ୟାଳୟ ଖୋଲା ରହିବ। ଜିଲ୍ଲାର ସମସ୍ତ ଅଧିକାରୀ ଓ କର୍ମଚାରୀ ମୁଖ୍ୟାଳୟରେ ଉପସ୍ଥିତ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏହାର ଖିଲାପ କଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଛି। କଟକ ଜିଲ୍ଲା ସୂଚନା ଓ ଲୋକସଂପର୍କ କାର୍ଯ୍ୟାଳୟ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.7 ° C
    28.7 °
    28.7 °
    15 %
    2.6kmh
    0 %
    Thu
    31 °
    Fri
    38 °
    Sat
    39 °
    Sun
    40 °
    Mon
    38 °

    ସମ୍ବନ୍ଧିତ