Friday, October 2, 2026
22.9 C
Odisha

    ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ, ଡିସେମ୍ବର ୧୫ ସୁଦ୍ଧା ମିଳିବ ଆଡମିଟ୍ କାର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ସୂଚୀ । ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ଫର୍ମ ପୂରଣ କରିଛନ୍ତି ୪ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସଇ) ପକ୍ଷରୁ ପ୍ରସ୍ତୂତ ପରୀକ୍ଷା ସୂଚୀକୁ ଆଜି ଅନୁମୋଦନ କରିବ ସିଏଚଏସଇ ପକ୍ଷରୁ ଗଠନ କମିଟି ।

    ମିଳିଥିବା ସୂଚନା ମୁତାବକ ଫେବୃଆରୀରୁ ଆରମ୍ଭ ହୋଇପାରେ ପରୀକ୍ଷା । ଏଥିପାଇଁ ସିଏଚଏସଇର କମିଟି ବୈଠକ ଅନୁଷ୍ଠିତ ହେବ । କମିଟିର ବୈଠକରେ ସିଏଚଏସଇ ପକ୍ଷରୁ ପ୍ରସ୍ତୁତ ହୋଇଥିବା ପରୀକ୍ଷା ସୂଚୀରେ ବାଜିବ ମୋହର ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ