Friday, February 27, 2026
32.5 C
Odisha

    ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କାଲି ଯିବେ ବିଜେପି ସଭାପତି ମନମୋହନ ସାମଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଦିଲ୍ଲୀ ଯିବେ ମୋହନ, କାଲି ଯିବେ ମନମୋହନ । ଆଜି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। ରାଜ୍ୟର ସ୍ବାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିବେ । ସେହିପରି ଆସନ୍ତାକାଲି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଦିଲ୍ଲୀ ଯିବାର ସୂଚନା ରହିଛି ।

    ତେବେ ଦିଲ୍ଲୀ ଯିବା ପୂର୍ବରୁ ନୂଆପଡ଼ା ଉପନିର୍ବାଚନରେ କିଏ ହେବେ ବିଜେପି ପ୍ରାର୍ଥୀ ସେନେଇ ହିଣ୍ଟ୍ ସ୍ ଦେଇଛନ୍ତି ମନମୋହନ। ଲୋକପ୍ରିୟତା, ଦଳୀୟ ଚିନ୍ତାଧାରାରେ କାର୍ଯ୍ୟ କରୁଥିବା ବ୍ୟକ୍ତି ନୂଆପଡ଼ା ବିଧାନସଭା ଉପନିର୍ବାଚନରେ ପ୍ରାର୍ଥୀ ହେବେ ବୋଲି କହିଛନ୍ତି ମନମୋହନ। ଅନ୍ୟପଟେ ଦିଲ୍ଲୀରେ ମଝିରେ ମଝିରେ ବୈଠକ ହୁଏ। ସେଥିପାଇଁ ଦିଲ୍ଲୀ ଯାଉଛୁ ବୋଲି ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ବିଜେପି ସଭାପତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32.5 ° C
    32.5 °
    32.5 °
    14 %
    4kmh
    0 %
    Fri
    33 °
    Sat
    35 °
    Sun
    37 °
    Mon
    37 °
    Tue
    38 °

    ସମ୍ବନ୍ଧିତ