Saturday, September 12, 2026
23.8 C
Odisha

    ଆଜି ଦୁଇ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଆଶ୍ବସ୍ତି ଆଣିଛି କାଳବୈଶାଖୀ । ରାଜ୍ୟର ଅଧିକାଂଶ ସ୍ଥାନରେ କାଳବୈଶାଖୀ ଜାରି ରହିଛି। ଆଜି ଦୁଇ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ । ଝଡ଼ପବନ, ପ୍ରବଳ ବର୍ଷା, ବିଜୁଳିଘଡ଼ଘଡ଼ି ସହ ଘଣ୍ଟା ପ୍ରତି୬୦ରୁ ୭୦ କିମି ବେଗରେ ପବନ ପାଇଁ ଆଜି କନ୍ଧମାଳ ଓ ଗଜପତି ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଳବୈଶାଖୀ ସହ ଘଣ୍ଟାପ୍ରତି ୫୦ରୁ ୬୦ କିମି ବେଗରେ ପବନ ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । କାଳବୈଶାଖୀ ସହ ଘଣ୍ଟା ପ୍ରତି ୬୦ରୁ ୭୦ କିମି ବେଗରେ ପବନ ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ କାଳବୈଶାଖୀ ସହ ଘଣ୍ଟା ପ୍ରତି୪୦ରୁ ୫୦ କିମି ବେଗରେ ପବନ ପାଇଁ ୧୫ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଆଗାମୀ ୪ ଦିନ ଯାଏ ରାଜ୍ୟରେ ଏଭଳି ସ୍ଥିତି ଲାଗି ରହିବ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.8 ° C
    23.8 °
    23.8 °
    95 %
    2.9kmh
    99 %
    Sat
    25 °
    Sun
    30 °
    Mon
    31 °
    Tue
    30 °
    Wed
    31 °

    ସମ୍ବନ୍ଧିତ