Monday, September 14, 2026
28.8 C
Odisha

    ଆଜି ନୁହେଁ ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ଜୟ ଢୋଲକିଆ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ପ୍ରାର୍ଥୀପତ୍ର ଦାଖଲ କରିବେନି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ।  ଆସନ୍ତା ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି ।  ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ ।  ଆଜି ପ୍ରାର୍ଥୀପତ୍ର ଦାଖଲ ପାଇଁ ବିଜେପି ପକ୍ଷରୁ ବଡ଼ ଆୟୋଜନ ହୋଇଥିଲା ।  ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିଥାନ୍ତେ ।  ଗତ ୧୧ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ମିଶିଥିଲେ ଜୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.8 ° C
    28.8 °
    28.8 °
    73 %
    0.4kmh
    58 %
    Mon
    31 °
    Tue
    31 °
    Wed
    31 °
    Thu
    31 °
    Fri
    31 °

    ସମ୍ବନ୍ଧିତ