Wednesday, December 17, 2025
26.3 C
Odisha

    ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କତା

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ବିଦାୟ ବେଳାରେ ମୌସୁମୀ। ପ୍ରତ୍ୟାବର୍ତ୍ତନ କରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ଝଡ ତୋଫାନ ବର୍ଷା ହେବ। ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କୋରାପୁଟ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଆଉ କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ପବନ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ସ୍ଥାନେ ସ୍ଥାନେ ୩୦ରୁ ୪୦ କିଲୋମିଟର ରହିପାରେ। ଏବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାର ତାର ପ୍ରଭାବରେ ବର୍ଷା ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.3 ° C
    26.3 °
    26.3 °
    24 %
    2.5kmh
    0 %
    Wed
    27 °
    Thu
    26 °
    Fri
    26 °
    Sat
    27 °
    Sun
    28 °

    ସମ୍ବନ୍ଧିତ