Monday, July 13, 2026
27.4 C
Odisha

    ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲାକୁ ସତର୍କତା

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ବିଦାୟ ବେଳାରେ ମୌସୁମୀ। ପ୍ରତ୍ୟାବର୍ତ୍ତନ କରୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆଗାମୀ ଦୁଇ ଦିନ ଝଡ ତୋଫାନ ବର୍ଷା ହେବ। ଆଜି ପାଇଁ ପ୍ରବଳ ବର୍ଷା ନେଇ ୩ ଜିଲ୍ଲା କୋରାପୁଟ, କଳାହାଣ୍ଡି ଓ ରାୟଗଡା ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ଆଉ କିଛି ଜିଲ୍ଲାରେ ବିଜୁଳି, ଘଡଘଡି ସହ ପବନ ବର୍ଷାର ସମ୍ଭାବନା ରହିଛି । ପବନର ବେଗ ସ୍ଥାନେ ସ୍ଥାନେ ୩୦ରୁ ୪୦ କିଲୋମିଟର ରହିପାରେ। ଏବେ ମୌସୁମୀ ପ୍ରତ୍ୟାବର୍ତ୍ତନ କରୁଥିବାର ତାର ପ୍ରଭାବରେ ବର୍ଷା ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27.4 ° C
    27.4 °
    27.4 °
    67 %
    3.3kmh
    100 %
    Sun
    27 °
    Mon
    33 °
    Tue
    30 °
    Wed
    31 °
    Thu
    35 °

    ସମ୍ବନ୍ଧିତ