Monday, September 28, 2026
29.4 C
Odisha

    ଆଜି ପ୍ରବଳ କୁହୁଡ଼ି, ଲୁଚିଗଲା ପୁରୀ ଶ୍ରୀମନ୍ଦିର

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଘନ କୁହୁଡ଼ିରେ ଲୁଚିଗଲା ପୁରୀ ଶ୍ରୀମନ୍ଦିର । ଆଜି ପ୍ରବଳ କୁହୁଡ଼ି ହୋଇଥିବା ବେଳେ ଶ୍ରୀମନ୍ଦିର ଓ ନୀଳଚକ୍ର ଦୃଶ୍ୟମାନ ହେଉନି । କୁହୁଡିର ମାତ୍ରା ଏତେ ଅଧିକ ଯେ ଅତିନିକଟରୁ ବି ମନ୍ଦିର ଦେଖିବା କଷ୍ଟକର ହୋଇପଡିଛି । ସେହିପରି ବଡ଼ ଦାଣ୍ଡରେ ବି ପ୍ରବଳ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତା କମିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.4 ° C
    29.4 °
    29.4 °
    68 %
    2.9kmh
    13 %
    Mon
    28 °
    Tue
    30 °
    Wed
    30 °
    Thu
    30 °
    Fri
    30 °

    ସମ୍ବନ୍ଧିତ