Thursday, March 26, 2026
30.8 C
Odisha

    ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ମହାନ ଜନନାୟକ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜନ୍ମ ଜୟନ୍ତୀ । ଜୀବନର କୌଣସି ପରିସ୍ଥିତିରେ ସେ ସାଲିସ୍ କରି ନଥିଲେ। ବିଜୁବାବୁ ଓଡିଶା ପାଇଁ ଅନେକ ସ୍ଵପ୍ନ ଦେଖିଥିଲେ। ଯାହା ଅଧୁରା ରହିଛି ସେ ଦିଗରେ ଆମ ସରକାର ପଦକ୍ଷେପ ନେଉଛନ୍ତି । ଆମ ସରକାର ତାଙ୍କ ସ୍ଵପ୍ନ ପୂରଣ ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଇଛନ୍ତି । ବିଧାନସଭା ପରିସରରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କ ସ୍ମୃତିଚାରଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ।ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ଉତ୍ସବ ପାଳନ କରାଯାଉଛି । ତାଙ୍କ ଜୀବନ ଥିଲା ସଙ୍ଘର୍ଷପୂର୍ଣ୍ଣ । ସେବା ସହିତ ବିକାଶକୁ ସେ ପ୍ରାଥମିକତା ଦେଇ ଆସିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.8 ° C
    30.8 °
    30.8 °
    20 %
    2.9kmh
    0 %
    Thu
    32 °
    Fri
    39 °
    Sat
    39 °
    Sun
    41 °
    Mon
    41 °

    ସମ୍ବନ୍ଧିତ