Sunday, October 11, 2026
29.5 C
Odisha

    ଆଜି ବାହାରିବ ନୂଆଁଖାଇ ଲଗ୍ନ

    ଆଗକୁ ପଢନ୍ତୁ

    ସମ୍ବଲପୁର : ଆଉ ଦିନ କେଇଟା ପରେ ପଶ୍ଚିମ ଓଡିଶାର ଗଣପର୍ବ ନୂଆଁଖାଇ। ଏଥିଲାଗି ଆଜି ବାହାରିବ ଲଗ୍ନ। ପ୍ରତିବର୍ଷ ଜନ୍ମାଷ୍ଟମୀ ପରଦିନ ଅର୍ଥାତ୍ ଆଜି ସମ୍ବଲପୁର ଝାଡୁଆପଡା ସ୍ଥିତ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ମଣ୍ଡଳୀ ସଭା ଆୟୋଜନ କରାଯାଏ। ଏବଂ ସେଠାରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ କରାଯାଇଥାଏ। ଲଗ୍ନ ନିର୍ଦ୍ଧାରଣ ପରେ ପଣ୍ଡିତ ମହାସଭା ଓ ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ସଦସ୍ୟମାନେ ମା ସମଲେଇଙ୍କ ମନ୍ଦିର ଯାଇ ମାଙ୍କ ନିକଟରେ ଲଗ୍ନପତ୍ର ଅର୍ପଣ କରିଥାନ୍ତି। ତେବେ ଧାର୍ଯ୍ୟ ଲଗ୍ନ ଅନୁଯାୟୀ ମା ସମଲେଇଙ୍କଠାରେ ନବାନ୍ନ ଅର୍ପଣ କରିବା ପରେ ପଶ୍ଚିମ ଓଡିଶାରେ ନୂଆଁଖାଇ ପର୍ବ ପାଳିତ ହୁଏ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ