Thursday, April 23, 2026
30.7 C
Odisha

    ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଦକ୍ଷିଣପଶ୍ଚିମ ବିହାର ଓ ସଂଲଗ୍ନବର୍ତ୍ତୀ ପୂର୍ବ ଉତ୍ତରପ୍ରଦେଶ ଉପରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଦକ୍ଷିଣପଶ୍ଚିମ ବିହାର ଓ ପୂର୍ବ ଉତ୍ତରପ୍ରଦେଶ ଆଡ଼କୁ ଗତି କରିବ । ଆସନ୍ତା ୧୯ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । କିଛି ସ୍ଥାନରେ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ୧୯ ତାରିଖରେ ବିଜୁଳି, ଘଡ଼ଘଡ଼ି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨୧ ଓ ୨୨ ତାରିଖରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.7 ° C
    30.7 °
    30.7 °
    15 %
    2.6kmh
    40 %
    Thu
    31 °
    Fri
    43 °
    Sat
    43 °
    Sun
    43 °
    Mon
    44 °

    ସମ୍ବନ୍ଧିତ