Thursday, January 29, 2026
17.6 C
Odisha

    ଆଜି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରା, ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ଯିବେ ବରିଷ୍ଠ ନାଗରିକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଭୁବନେଶ୍ୱର ଷ୍ଟେସନରୁ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ ବରିଷ୍ଠ ନାଗରିକ । ଓଡ଼ିଶାର ବିଭିନ୍ନ ସ୍ଥାନରୁ ୨୦୦ରୁ ଅଧିକ ବରିଷ୍ଠ ନାଗରିକ ଅଯୋଧ୍ୟା ଓ ବାରଣାସୀକୁ ତୀର୍ଥଯାତ୍ରାରେ ଯିବେ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ମେୟର୍ ସୁଲୋଚନା ଦାସ ।

    ମେୟର ଦାସ କହିଛନ୍ତି ଯେ, ରାଜଧାନୀ ଭୁବନେଶ୍ବରର ଭୀମ ଭୋଇ ଦୃଷ୍ଟିବାଧିତ ସ୍କୁଲ୍ ଓ କ୍ୟାପିଟାଲ୍ ହାଇସ୍କୁଲ୍‌ରେ ରହଣି ବ୍ୟବସ୍ଥା କରାଯାଇଛି । ସ୍କାଉଟ୍ ଗାଇଡ୍ କ୍ୟାମ୍ପସ୍‌ରେ ବରିଷ୍ଠ ନାଗରିକଙ୍କ ରହଣି ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ହୋଇଛି ବୋଲି ମେୟର କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    17.6 ° C
    17.6 °
    17.6 °
    63 %
    2.1kmh
    1 %
    Wed
    17 °
    Thu
    31 °
    Fri
    31 °
    Sat
    32 °
    Sun
    33 °

    ସମ୍ବନ୍ଧିତ