Wednesday, January 14, 2026
27.2 C
Odisha

    ଆଜି ମହାନଦୀ ବିବାଦ ସମାଧାନ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମହାନଦୀ ବିବାଦ ନେଇ ଆଜି ଉଚ୍ଚସ୍ତରୀୟ କମିଟି ବୈଠକ ବସିବ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଓଡ଼ିଶା-ଛତିଶଗଡ ମଧ୍ୟରେ ଲାଗିରହିଥିବା ବିବାଦକୁ ନେଇ ମାନସମନ୍ଥନ ହେବ। ଉଚ୍ଚସ୍ତରୀୟ କମିଟିରେ ସବୁ ଦଳର ସଦସ୍ୟ ଥିବାରୁ ସମାଧାନ ବାଟ ଫିଟିବା ନେଇ ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ କମିଟିରେ ବିଜେପି, ବିଜେଡି ଓ କଂଗ୍ରେସ ପ୍ରତିନିଧିମାନେ ଉପସ୍ଥିତ ରହିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.2 ° C
    27.2 °
    27.2 °
    19 %
    4.1kmh
    1 %
    Wed
    25 °
    Thu
    28 °
    Fri
    29 °
    Sat
    30 °
    Sun
    31 °

    ସମ୍ବନ୍ଧିତ