Sunday, October 11, 2026
29.5 C
Odisha

    ଆଜି ମହାନଦୀ ବିବାଦ ସମାଧାନ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  : ମହାନଦୀ ବିବାଦ ନେଇ ଆଜି ଉଚ୍ଚସ୍ତରୀୟ କମିଟି ବୈଠକ ବସିବ। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ପ୍ରଥମ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଓଡ଼ିଶା-ଛତିଶଗଡ ମଧ୍ୟରେ ଲାଗିରହିଥିବା ବିବାଦକୁ ନେଇ ମାନସମନ୍ଥନ ହେବ। ଉଚ୍ଚସ୍ତରୀୟ କମିଟିରେ ସବୁ ଦଳର ସଦସ୍ୟ ଥିବାରୁ ସମାଧାନ ବାଟ ଫିଟିବା ନେଇ ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ କମିଟିରେ ବିଜେପି, ବିଜେଡି ଓ କଂଗ୍ରେସ ପ୍ରତିନିଧିମାନେ ଉପସ୍ଥିତ ରହିବେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.5 ° C
    29.5 °
    29.5 °
    59 %
    1.4kmh
    0 %
    Sun
    30 °
    Mon
    30 °
    Tue
    30 °
    Wed
    29 °
    Thu
    29 °

    ସମ୍ବନ୍ଧିତ