Sunday, October 18, 2026
24 C
Odisha

    ଆଜି ମହାପ୍ରଭୁଙ୍କ ପଇତା ଲାଗି ନୀତି: ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ  : ବୈଶାଖ କୃଷ୍ଣପକ୍ଷ ଚତୁର୍ଥୀ ତିଥି ଅବସରରେ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ଏହା ଗୁପ୍ତନୀତି ହୋଇଥିବାରୁ ନୀତି ସମୟରେ ସର୍ବସାଧାରଣଙ୍କ ପାଇଁ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିର ସ୍ବତ୍ବ ଲିପି ଅନୁଯାୟୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ନୀତି ଶେଷ ପରେ ମହାପ୍ରଭୁଙ୍କ ପଇତା ଲାଗି ନୀତି ଆରମ୍ଭ ହେବ। ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଏହି ନୀତି ସମ୍ପାଦନ କରିବେ। ନୀତି ପାଇଁ ଆଜି ସନ୍ଧ୍ୟା ୬ରୁ ରାତି ୧୦ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଜିତେନ୍ଦ୍ର ମହାନ୍ତି ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    86 %
    0.3kmh
    100 %
    Sun
    30 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ