Sunday, February 1, 2026
24.7 C
Odisha

    ଆଜି ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ

    ଆଗକୁ ପଢନ୍ତୁ

    ପୁରୀ :ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।ବନକଲାଗି ନୀତି ସଂପନ୍ନ ହେବା ପରେ ମହାପ୍ରଭୁଙ୍କ ମହାସ୍ନାନ ହେବ। ତାପରେ ପୁଣି ଶ୍ରଦ୍ଧାଳୁ ଠାକୁରଙ୍କ ଦର୍ଶନ କରିପାରିବେ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.7 ° C
    24.7 °
    24.7 °
    31 %
    1.9kmh
    93 %
    Sun
    23 °
    Mon
    31 °
    Tue
    31 °
    Wed
    32 °
    Thu
    33 °

    ସମ୍ବନ୍ଧିତ