Monday, November 24, 2025
18.3 C
Odisha

    ଆଜି ମାଆ କଟକ ଚଣ୍ଡୀଙ୍କ ହରଚଣ୍ଡୀ ବେଶ

    ଆଗକୁ ପଢନ୍ତୁ

    କଟକ: ଆଜି ମାଆ କଟକ ଚଣ୍ଡୀଙ୍କ ହରଚଣ୍ଡୀ ବେଶ । ଶକ୍ତିପୀଠଗୁଡ଼ିକରେ ଆଗେଇ ଚାଲିଛି ଷୋଡ଼ଶ ଉପଚାର ପୂଜା ବିଧି । କଟକର ଅଧିଷ୍ଠାତ୍ରୀ ଦେବୀ ମାଆ କଟକ ଚଣ୍ଡୀ ଆଜି ହରଚଣ୍ଡୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି । ମାଆଙ୍କ ଦର୍ଶନ କରିବାକୁ ଶକ୍ତି ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି । ସେହିପରି ମା ଗଡଚଣ୍ଡୀ ଆଜି ରାଜ ରାଜେଶ୍ଵରୀ ବେଶରେ ଦର୍ଶନ ଦେଉଛନ୍ତି । ସେବକ ମାନଙ୍କ ବାଦ୍ୟଯନ୍ତ୍ରର ସୁମଧୁର ପରିବେଷଣ ସାଙ୍ଗକୁ ହୋମପାଠ, ଯଜ୍ଞାନୁଷ୍ଠାନ ଓ ବେଦ ଧ୍ଵନିରେ କଟକର ସମସ୍ତ ଶକ୍ତି ପୀଠ ପ୍ରକମ୍ପିତ ହେଉଛି । ଆଧ୍ୟାତ୍ମିକ ଓ ଭକ୍ତିମୟ ପରିବେଶ ମଧ୍ୟରେ ଭକ୍ତମାନେ ମାଆଙ୍କ ବେଶ ଦର୍ଶନ କରି କରୁଣା ଲାଭ କରୁଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    18.3 ° C
    18.3 °
    18.3 °
    66 %
    1.4kmh
    39 %
    Mon
    18 °
    Tue
    27 °
    Wed
    26 °
    Thu
    25 °
    Fri
    25 °

    ସମ୍ବନ୍ଧିତ