Wednesday, October 7, 2026
31.4 C
Odisha

    ଆଜି ମିଳିବ ସୁଭଦ୍ରାର ଚତୁର୍ଥ କିସ୍ତି, ମୁଖ୍ୟ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ଆଜି ହେଉଛି ଅନ୍ତର୍ଜାତୀୟ ମହିଳା ଦିବସ।ଆଜି ମିଳିବ ସୁଭଦ୍ରା ଟଙ୍କା । ପୁରୀ ତାଳବଣିଆରେ ଆୟୋଜିତ କାର୍ଯ୍ୟକ୍ରମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଯିବ ସୁଭଦ୍ରା ଟଙ୍କା । ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ମୋଟ ୫ ହଜାର କୋଟିରୁ ଅଧିକ ଟଙ୍କା ପଠାଯିବ । ଏହା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

    ସୁଭଦ୍ରା ସହାୟତା ପାଇଁ ମୋଟ ଏକ କୋଟି ୧୨ ଲକ୍ଷ ୫୭ ହଜାର ୬୬୭ ଜଣ ଆବେଦନ କରିଥିଲେ । ସେଭିତରୁ କୋଟିଏ ୨ ଲକ୍ଷ ୧୨ ହଜାର ୬୬୫ ଜଣ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ଦିଆଯିବ । ବର୍ଷକୁ ଦୁଇଟି କିସ୍ତିରେ ମହିଳା ହିତାଧିକାରୀଙ୍କୁ ୫ ହଜାର ଟଙ୍କା ଲେଖାଏ ସୁଭଦ୍ରା ସହାୟତା ଦିଆଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    31.4 ° C
    31.4 °
    31.4 °
    52 %
    2.4kmh
    12 %
    Wed
    29 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ