Friday, April 3, 2026
39 C
Odisha

    ଆଜି ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ-ରାଜସ୍ଥାନ ଗସ୍ତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ଆଜି ସନ୍ଧ୍ୟା ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯିବେ।୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନରେ ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗ ନେବେ।ମୁଖ୍ୟମନ୍ତ୍ରୀ ୧୯, ୨୦ ଓ ୨୧ ତାରିଖ ରାଜସ୍ଥାନରେ ରହିବାର କାର୍ଯ୍ୟକ୍ରମ ରହିଛି। ତେବେ ୨୧, ୨୨ ଓ ୨୩ ତାରିଖ ଦିଲ୍ଲୀରେ ରହିବେ ବୋଲି କୁହାଯାଉଛି।ଏହି ଗସ୍ତ ସମୟରେ ଦିଲ୍ଲୀରେ ଆୟୋଜିତ ୫୫ତମ ଜିଏସଟି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏହାସହ ମୁଖ୍ୟମନ୍ତ୍ରୀ କିଛି କେନ୍ଦ୍ରମନ୍ତ୍ରୀ ଏବଂ ଶୀର୍ଷ ନେତୃତ୍ବଙ୍କୁ ଭେଟିବାର ମଧ୍ୟ କାର୍ଯ୍ୟକ୍ରମ ଥିବା କୁହାଯାଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ