Friday, October 2, 2026
25.2 C
Odisha

    ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର   : ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିବାର ଅନୁମାନ କରାଯାଉଛି । ବିଶେଷ କରି କ୍ୟାବିନେଟ ବୈଠକରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିବା ସମ୍ଭାବନା ଅଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ